Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଗାଁରେ ବୁଲା ପାଗଳ କୁକୁରଙ୍କ ଆତଙ୍କ, ଭୟରେ ଦିନ କାଟୁଛନ୍ତି ସ୍ଥାନୀୟ ଲୋକେ, ୧୦ରୁ ଊର୍ଦ୍ଧ୍ବ ବ୍ୟକ୍ତି ଗୁରୁତର

2/01/2021 at 3:32 PM

 ନିଶ୍ଚିନ୍ତକୋଇଲି୨/୧: ଗାଁରେ ବୁଲା ପାଗଳ କୁକୁରଙ୍କ ଆତଙ୍କ। କଟକ ଜିଲ୍ଲା ମାହାଙ୍ଗାରେ ପାଗଳା କୁକୁର ଆତଙ୍କ ସୃଷ୍ଟି କରିଛନ୍ତି। ମାହାଙ୍ଗା ଥାନା ବାସୁଦେବପୁର ଅଞ୍ଚଳରେ ପାଗଳା କୁକୁରଙ୍କ କାମୁଡାରେ ପ୍ରାୟ ୧୦ରୁ ଊର୍ଦ୍ଧ୍ବ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସମସ୍ତ ଆହତମାନଙ୍କୁ ପ୍ରଥମେ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।

ପରବର୍ତ୍ତୀ ସମୟରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦିନକୁ ଦିନ ଏ ସବୁ ଅଞ୍ଚଳରେ ବୁଲା ପାଗଳା କୁକୁରମାନଙ୍କ କାମୁଡ଼ା ଦ୍ଵାରା ଲୋକେ ଆହତ ହେଉଛନ୍ତି। ସ୍ଥାନୀୟ ଲୋକେ ଘରୁ ବାହାରକୁ ବାହାରିବାକୁ ଭୟ କରୁଛନ୍ତି। ତେଣୁ ପ୍ରଶାସନ ପକ୍ଷରୁ ତୁରନ୍ତ ଏହି କୁକୁରମାନଙ୍କୁ ସେଠାରୁ ଧରି ନେବାକୁ  ଅଞ୍ଚଳବାସୀ ଦାବି କରିଛନ୍ତି।

   Related Posts