Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୩୦ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
  • ||
  • ମାଓ ସହିଦ ସପ୍ତାହରେ ଜାରି ଲାଗିଲା ପୋଷ୍ଟର, ଜାରି ହେଲା ଅଡିଓ ଟେପ୍
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
  • ||
  • ସାମାନ୍ୟ ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୭୦୩ କରୋନା ପଜିଟିଭ୍
  • ||

ଜାମ୍ମୁ କାଶ୍ମୀର କୁପଓ୍ବାଡା ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ;୨ ଆତଙ୍କବାଦୀ ନିହତ

31/05/2018 at 6:35 AM

ଜାମ୍ମୁ କାଶ୍ମୀର କୁପଓ୍ବାଡା ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ । ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ । ବୁଧବାର ରାତି କୁପଓ୍ବାଡା ସେକ୍ଟର କାଜିଆବାଦ ଜଙ୍ଗଲରେ ସେନା ପେ।ଟ୍ରେ।ଲିଂ ଚାଲିଥିବାବେଳେ ଆତଙ୍କବାଦୀମାନେ ଗୁଳିମାଡ କରିଥିଲେ । ଏହାର ଜବାବରେ ସେନା ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା । ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହେ।ଇଛନ୍ତି । ୨ ଜଣ ଆତଙ୍କବାଦୀଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ବର୍ତ୍ତମାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜେ।ଦାର କରାଯାଇଛି ।

Leave a Reply

   Related Posts