Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||
  • ପଶ୍ଚିମବଙ୍ଗ-ବାଂଲାଦେଶକୁ ମୁହାଁଇଲା ଭୀଷଣ ଅବପାତ, ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ମୁମ୍ବାଇ ସିଟି ସେଣ୍ଟର ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ମଲ୍‌ରେ ଥିଲେ ପ୍ରାୟ ୩୦୦ ଲୋକ
  • ||

ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ ପଣ୍ଡ

7/08/2018 at 10:36 AM

ଉତ୍ତର କାଶ୍ମୀରର ବନ୍ଦିପୋରା ଜିଲ୍ଲାର ଗୁରେଜ ସେକ୍ଟରରେ ଗୋବିନ୍ଦ ନଲ୍ଲାହଠାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ଗୁଳିବିନିମୟରେ ଜଣେ ମେଜରଙ୍କ ସମେତ ତିନି ଜଣ ଯବାନ ସହିଦ୍ ହୋଇଛନ୍ତି। ଅପରେସନର ଦୁଇ ଜଣ ଆତଙ୍କବାଦୀ ନିହତ। ଏନକାଉଣ୍ଟରରେ ଆଉ ଦୁଇ ଜଣ ଆତଙ୍କବାଦୀ ପ୍ରାଣ ହରାଇଥିବା ଆଶଙ୍କା କରୁଛି ସେନା। ଅନୁପ୍ରବେଶକାରୀଙ୍କୁ ହଟାଇବାପାଇଁ ଏବେ ବି ଅପରେସନ ଜାରି ରହିଛି। ଏନକାଉଣ୍ଟର କରାଯାଇଥିବା ଘଟଣାସ୍ଥଳକୁ ଅଧିକ ଯବାନ ପଠାଇଯାଇଛି। ଏନକାଉଣ୍ଟରରେ ସହିଦ ହୋଇଥିବା ୩ ଜଣ ଯବାନଙ୍କ ପରିଚୟ ଜଣାପଡିଛି। ସେମାନେ ହେଉଛନ୍ତି ମେଜର ହେଉଛନ୍ତି କେ. ପି. ରାଣେ, ହାବିଲଦାର ଜାମି ସିଂକ ଓ ରାଇଫଲମ୍ୟାନ ମନଦୀପ ।

   Related Posts