Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଶ୍ରୀନଗରରେ ଆତଙ୍କୀ ହମଲା: ସୁରକ୍ଷା ବାହିନୀକୁ ଟାର୍ଗେଟ କରି ଗ୍ରେନେଡ ମାଡ, ଜଣେ ଯବାନ ଆହତ

10/09/2021 at 2:14 PM

ଶ୍ରୀନଗର ୧୦/୦୯ : ଜାମ୍ମୁ କାଶ୍ମୀର ଶ୍ରୀନଗରରେ ଥମୁନି ଆତଙ୍କୀ ହମଲା । ଶ୍ରୀନଗରର ଖାନପୋରା ଅଞ୍ଚଳରେ ଥିବା ଜାମ୍ମୁ କାଶ୍ମୀରର ଛାନପୋରାରେ ମାତିଛନ୍ତି ଏହି ଆତଙ୍କବାଦୀ । ନିୟୋଜିତ ସୁରକ୍ଷା ବାହିନୀକୁ ଟାର୍ଗେଟ କରି ଗ୍ରେନେଡ ଫିଙ୍ଗିଛନ୍ତି ।

ଫଳରେ ଗ୍ରେନେଡ ହମଲାରେ ଜଣେ ଯବାନ ଆହତ ହୋଇଛନ୍ତି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଆଉ କେହି ଆତଙ୍କବାଦୀ ଲୁଚି ରହିଥିବା ନେଇ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ଆକ୍ରମଣକାରୀଙ୍କ ସନ୍ଧାନରେ ଏହି ଅଞ୍ଚଳକୁ କର୍ଡନ କରି ଅପରେସନ ଆରମ୍ଭ ହୋଇଛି ।

   Related Posts