Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||

ଘାଟି ତଳକୁ ଖସି ପଡିଲା ଆମ୍ବୁଲାନ୍ସ: ଅଳ୍ପକେ ବର୍ତ୍ତିଗଲେ ରୋଗୀ

28/09/2020 at 10:07 PM

କଳାହାଣ୍ଡି୨୮/୯: ଭାରସାମ୍ୟ ହରାଇ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ। କଳାହାଣ୍ଡି ସିକେରକୁପା ଫାଣ୍ଡି ବଞ୍ଜାରୀ ଘାଟିରେ ଆମ୍ବୁଲାନ୍ସ ରାସ୍ତା ତଳକୁ ଖସିପଡିଲା। ରୋଗୀଙ୍କ ସମେତ ଆମ୍ବୁଲାନ୍ସ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଭବାନୀପାଟଣା ଠାରୁ ବିଶାଖାପାଟଣା ରୋଗୀ ସ୍ଥାନାନ୍ତର ବେଳେ ଘାଟି ବୁଲାଣୀରେ ଆମ୍ବୁଲାନ୍ସ ସାମ୍ନାପଟୁ ଟ୍ରକ୍ ଧକ୍କା ଦେଇଥିଲା। ଡ୍ରାଇଭରଙ୍କ କହିବା ମୁତାବକ, ଗାଡିରେ ଥିବା ରୋଗୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସେହିପରି କିଛିଦିନ ତଳେ ଯାଜପୁର ଚଣ୍ଡିଖୋଲ ନିକଟରେ ବାଇକ୍‌କୁ ଧକ୍କା ଦେଇଥିଲା ଆମ୍ବୁଲାନ୍ସ। ସେହି ଦୁର୍ଘଟଣାରେ କୁନି ଝିଅ ସମେତ ବାପା-ମାଆ ତିନିଜଣଙ୍କ ମୃତ୍ୟୁ ହୋଇଥିଲା।

   Related Posts