Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପୋଲ୍‌ କାନ୍ଥରେ ଝୁଲି ରହିଲା ଆମ୍ବୁଲାନ୍ସ

13/05/2021 at 10:55 PM

ବୋରିଗୁମ୍ମା ୧୩।୦୫: କୋରାପୁଟରୁ ରାଣିଗଡ଼ ରାସ୍ତା ଦେଇ ଆସୁଥିବା ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡିଥିଲା। ସୌଭାଗ୍ୟବଶତଃ ଆମ୍ବୁଲାନ୍ସଟି ପୋଲ୍ କାନ୍ଥରେ ଝୁଲି ରହିଥିଲା। ଏହି ଦୁର୍ଘଟଣାରେ ଡ୍ରାଇଭର ଅଳ୍ପକେରୁ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି। ଆମ୍ବୁଲାନ୍ସରେ କୌଣସି ରୋଗୀ ନଥିଲେ।। ସ୍ଥାନୀୟ ରାଣିଗଡ଼ ଫାଣ୍ଡି ଅଧିକାରୀ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ବେଳକୁ ଗାଡି ଆଉ ସେଠାରେ ନଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସ ପଛ ପଟରୁ ଟାଣି ରାସ୍ତାକୁ ଉପରକୁ ଅଣା ଯାଇଥିବା ଲୋକେ କହିଛନ୍ତି।

   Related Posts