Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ପୁରୀରୁ ଶବ ସତ୍କାର ସାରି ଫେରୁଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭରଙ୍କ ସମେତ ୬ ଗୁରୁତର

10/04/2020 at 4:30 PM

ଯାଜପୁର୧୦/୪: ପୁରୀରୁ ଶବ ସଂସ୍କାର କରି ଫେରୁଥିବା ଏକ ଆମ୍ବୁଲାନ୍ସ ସହ ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳରେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ୬ଜଣ ଗୁରୁତର। ଯାଜପୁର ଜିଲ୍ଲାର ୧୬ନଂ ଜାତୀୟ ରାଜପଥର ଭାଲୁଖାଇ ଛକ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସମସ୍ତ ଗୁରୁତରଙ୍କୁ ଭଦ୍ରକ କେନ୍ଦୁଆପଦା ଅଂଚଳର ବୋଲି ଜଣାପଡିଛି ।

ପୁରୀରୁ ଏମାନେ ସଂପର୍କୀୟଙ୍କ ଶବ ସତ୍କାର କରି ଭଦ୍ରକ ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ ଭାରସାମ୍ୟ ହରାଇ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ଗୁରୁତର ଆହତମାନଙ୍କୁ ଆମ୍ବୁଲାନ୍ସ ଭିତରୁ ବାହାର କରି ନିକଟସ୍ଥ ଧର୍ମଶାଳା ମେଡିକାଲରେ ଭର୍ତି କରାଯାଇଛି । ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା କରାଯାଉଛି । ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଂଚି ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି ।

   Related Posts