Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ଶ୍ରାବଣ ମାସରେ ଶୈବପୀଠରେ ୧୪୪ ଧାରା: ନିର୍ଦ୍ଦେଶନାମା ଜାରି କଲେ ଭଦ୍ରକ ଉପ-ଜିଲ୍ଲାପାଳ

5/07/2020 at 10:32 PM

ଭଦ୍ରକ୫/୭: ଶ୍ରାବଣ ମାସରେ ଶୈବପୀଠରେ ୧୪୪ ଧାରା । ଶ୍ରାବଣ ମାସରେ ଶୈବ ପୀଠରେ ଜଳାଭିଷେକ ପାଇଁ ଲାଗିଲା କଟକଣା। କାଉଡ଼ିଆ ଯାତ୍ରା ପୂର୍ବରୁ ଜିଲ୍ଲା ର ସମସ୍ତ ଶୈବ ପିଠ ସହ ଧର୍ମାନୁଷ୍ଠାନରେ ୧୪୪ ଧାରା ଜାରି କଲା ପ୍ରଶାସନ। ଉପଜିଲ୍ଲାପାଳ ପିତାମ୍ବର ସାମଲଙ୍କ ସୂଚନା।

   Related Posts