କରୋନା ଯୋଦ୍ଧାଙ୍କୁ ସମ୍ମାନ: ୧ ମିନିଟ୍ ନୀରବ ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ
5/08/2020 at 6:24 PM

ଭୁବନେଶ୍ୱର୫/୮: କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ରାଜ୍ୟବାସୀ ବୁଧବାର ସନ୍ଧ୍ୟା ୬ଟାରେ ୧ ମିନିଟ୍ ନୀରବ ପ୍ରାର୍ଥନା କରିଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଦିନକୁ ଦିନ ଦ୍ରୁତଗିିିତିରେ ବୃଦ୍ଧି ପାଉଛି। କରୋନା ଲଢ଼େଇରେ ସାମିଲ ହୋଇଥିବା ସମସ୍ତ କରୋନା ଯୋଦ୍ଧାଙ୍କ ପାଇଁ ୧ମିନିଟ ନୀରବ ପ୍ରାର୍ଥନା ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଆହ୍ବାନ କରିଥିଲେ।
ତେଣୁ ଆଜି ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟବାସୀ ୧ ମିନିଟ ପାଇଁ ନୀରବ ପ୍ରାର୍ଥନା କରିଛନ୍ତି । ବିଜେଡି କାର୍ଯ୍ୟାଳୟରେ ସମସ୍ତ ବିଜେଡି ନେତା ଓ କର୍ମୀ ନୀରବ ପ୍ରାର୍ଥନା ମଧ୍ୟ କରିଛନ୍ତି।
Related Posts
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଉଦ୍ୟମ
17 January 2021
ହାରୁଛି କରୋନା, ଜିତୁଛି ଓଡ଼ିଶା: ସୁସ୍ଥ ହେଲେ ଆଉ ୨୨୦ ସଂକ୍ରମିତ
17 January 2021
୨୫ ହଜାର ପ୍ୟାକେଟ୍ ନକଲି ସର୍ଫ ଜବତ ମାମଲା, ୨ ବ୍ୟବସାୟୀ ଗିରଫ
17 January 2021