Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୀନରେ ଦ୍ରୁତ ବେଗରେ ବ୍ୟାପିଲା କରୋନାର ଡେଲ୍‌ଟା ଭାରିଏଣ୍ଟ, ବେଜିଂ ସହ ୧୫ ସହରରେ ଆତଙ୍କ, ଉଡାଣ ବାତିଲ୍
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୭୬ ଡିସଚାର୍ଜ
  • ||
  • ଲଦାଖରେ ଭାରତ-ଚୀନ ମଧ୍ୟରେ ଉତ୍ତେଜନା କେବେ ସମାପ୍ତ ହେବ ? ଡ୍ରାଗନ ସହ ୧୨ତମ ବୈଠକ ଆସନ୍ତାକାଲି
  • ||
  • ବାଂଶପାଳ : ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା, କାନ୍ଥ ପଡି ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ରାଉରକେଲା : ଅଲୋଡା ହେଲା ନବଜାତ ଶିଶୁପୁତ୍ର, ଡଷ୍ଟବିନ୍‌ରୁ ଉଦ୍ଧାର
  • ||
  • ରାଇରଙ୍ଗପୁର : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ରାସ୍ତା କଡକୁ ଛିଟିକି ପଡିଲେ ୨ ଚାଳକ : ମେଡିକାଲରେ ହେଲା ମୃତ୍ୟୁ
  • ||
  • କଟକ : ଦୁଷ୍କର୍ମକାରୀଙ୍କୁ ୧୦ବର୍ଷ ଜେଲ୍‌ ସହ ୧୦ହଜାର ଜରିମନା : ପୀଡିତାଙ୍କୁ ଦେବେ ୨ଲକ୍ଷ ଟଙ୍କାର କ୍ଷତିପୂରଣ
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ OSSC ସଦସ୍ୟଙ୍କ ପିଏସ୍ : ଜବତ ହେଲାଣି ନଗଦ ଲକ୍ଷାଧିକ ଟଙ୍କା ସହ ଫ୍ଲାଟ୍ ଆଉ ପ୍ଲଟ୍
  • ||
  • ରାୟଗଡା : ଆନ୍ଧ୍ରପ୍ରଦେଶ ଚିଙ୍ଗୁଡି ବନ୍ଧରେ ଅଘଟଣ : ବିଦ୍ୟୁତ ଆଘାତରେ ୬ ଓଡିଆ ଶ୍ରମିକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ବଦଳିଲା ନିୟମ : ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି, ରେସିଡେନ୍ସି ପିରିୟଡ୍ କମାଇଲେ ରାଜ୍ୟ ସରକାର
  • ||

କରୋନା ଯୋଦ୍ଧାଙ୍କୁ ସମ୍ମାନ: ୧ ମିନିଟ୍ ନୀରବ ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ

5/08/2020 at 6:24 PM

ଭୁବନେଶ୍ୱର୫/୮: କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ରାଜ୍ୟବାସୀ ବୁଧବାର ସନ୍ଧ୍ୟା ୬ଟାରେ ୧ ମିନିଟ୍ ନୀରବ ପ୍ରାର୍ଥନା କରିଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଦିନକୁ ଦିନ ଦ୍ରୁତଗିିିତିରେ ବୃଦ୍ଧି ପାଉଛି। କରୋନା ଲଢ଼େଇରେ ସାମିଲ ହୋଇଥିବା ସମସ୍ତ କରୋନା ଯୋଦ୍ଧାଙ୍କ ପାଇଁ ୧ମିନିଟ ନୀରବ ପ୍ରାର୍ଥନା ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଆହ୍ବାନ କରିଥିଲେ।

ତେଣୁ ଆଜି ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟବାସୀ ୧ ମିନିଟ ପାଇଁ ନୀରବ ପ୍ରାର୍ଥନା କରିଛନ୍ତି । ବିଜେଡି କାର୍ଯ୍ୟାଳୟରେ ସମସ୍ତ ବିଜେଡି ନେତା ଓ କର୍ମୀ ନୀରବ ପ୍ରାର୍ଥନା ମଧ୍ୟ କରିଛନ୍ତି।

   Related Posts