Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ଶାରଦା ପ୍ରସନ୍ନଙ୍କ ନାଁରେ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

19/09/2020 at 5:27 PM

ଭୁବନେଶ୍ୱର୧୯/୯: ବିଶିଷ୍ଟ ଗୀତିକାର ଓ ଚଳଚ୍ଚିତ୍ର ନିର୍ମାତା ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିରେ ଆଜି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତିବର୍ଷ ଶାରଦାଙ୍କ ନାଁରେ ଦିଆଯିବ ଗୀତି କବିତା ପୁରସ୍କାର। ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଏନେଇ ଅଢେଇ ଲକ୍ଷ ଟଙ୍କା ଦେବ ।

ଶନିବାର ସନ୍ଧ୍ୟାରେ ଶାରଦାଙ୍କ ରାଜ୍ୟସ୍ତରୀୟ ଏକାଦଶାହ ସଭା ଅନୁଷ୍ଠିତ ହେବ । ସଂସ୍କୃତି ବିଭାଗ ଓ ଜିକେସି ଓଡିଶୀ ଗବେଷଣା କେନ୍ଦ୍ର ଏହାର ଆୟୋଜନ କରିବ । ତେବେ ଶାରଦାପ୍ରସନ୍ନଙ୍କ ଅବଦାନ ଓଡିଶା କଳା ଜଗତକୁ ରୁଦ୍ଧିମନ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

   Related Posts