ଭୁବନେଶ୍ବର୨୭/୩: କରୋନା ମୁକାବିଲା ପାଇଁ ୨୨ ଶହ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ପ୍ରତ୍ୟେକ ଶ୍ରମିକଙ୍କୁ ୧୫ ଶହ ଟଙ୍କା ଲେଖାଏଁ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ୨୨ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ସରକାରୀ ସହୟତା ଦିଆଯିବ। ଏଥିପାଇଁ ୯୩୨ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି ବୃଦ୍ଧ, ବୃଦ୍ଧା ବିଧବା ଏବଂ ଦିବ୍ୟାଙ୍ଗଙ୍କୁ ୩ ମାସର ଭତ୍ତା ମଧ୍ୟ ଦିଆଯାଇଛି।
ଅମେଠି ଓ ରାଇବରେଲିରୁ କିଏ ହେବେ କଂଗ୍ରେସ ପ୍ରାର୍ଥୀ?...