Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

କରୋନା ମୁକାବିଲା ପାଇଁ ୨୨ ଶହ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

27/03/2020 at 3:30 PM

ଭୁବନେଶ୍ବର୨୭/୩: କରୋନା ମୁକାବିଲା ପାଇଁ  ୨୨ ଶହ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ।  ପ୍ରତ୍ୟେକ ଶ୍ରମିକଙ୍କୁ ୧୫ ଶହ ଟଙ୍କା ଲେଖାଏଁ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ୨୨ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ସରକାରୀ ସହୟତା ଦିଆଯିବ। ଏଥିପାଇଁ ୯୩୨ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି ବୃଦ୍ଧ, ବୃଦ୍ଧା ବିଧବା ଏବଂ ଦିବ୍ୟାଙ୍ଗଙ୍କୁ  ୩ ମାସର ଭତ୍ତା ମଧ୍ୟ ଦିଆଯାଇଛି।

   Related Posts