Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଭିଡିଓ କଲିଂ ଜରିଆରେ ରାମକୋ ସିମେଣ୍ଟ କାରଖାନାର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ମଞ୍ଚ ଉପରେ ଉପସ୍ଥିତ ଥିଲେ ବହୁ ବିିଶିଷ୍ଟ ବ୍ୟକ୍ତି

8/10/2020 at 10:07 PM

ଚଣ୍ଡିଖୋଲ୮/୧୦: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ଠାରେ ୭୧୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ରାମକୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆଜି ସନ୍ଧ୍ୟାରେ ଭିଡିଓ କଲିଂ ମାଧ୍ୟମରେ ଉଦ୍‌ଘାଟିତ ହୋଇଯାଇଛି।

ଏହି ଅବସରରେ ହରିଦାସପୁରଠାରେ ଆୟୋଜିତ ଉତ୍ସବରେ ଯାଜପୁର ସାଂସଦ ଯାଜପୁର ସାଂସଦ ଶର୍ମିଷ୍ଠା ସେଠୀ, ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, କମ୍ପାନୀର ୟୁନିଟ ହେଡ ଅଜିତ ପାଲ, ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ପିଆରଓ ପି କେ ସିଂ , ବ୍ଲକ ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟଙ୍କ ସମେତ ବହୁ ବିଶିଷ୍ଟ ଲୋକମାନେ ଉପସ୍ଥିତ ଥିଲେ।

ଏହାଦ୍ବାରା ନିଯୁକ୍ତି ଓ ଉତ୍ପାଦନ କ୍ଷମତା ବଢିବ ବୋଲି ଆଶା କରାଯାଉଛି।

   Related Posts