Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ପ୍ରଶାସନିକ ସେବା ଅଧିକାରୀଙ୍କ ତରଫରୁ ୧ କୋଟି ଟଙ୍କା ପ୍ରଦାନ

9/05/2020 at 10:32 PM

ଖୋର୍ଦ୍ଧା୯/୫: ଖୋର୍ଦ୍ଧା ଜିଲ୍ଲା ସମସ୍ତ ପ୍ରଶାସନିକ ଅଧିକାରୀ ତଥା ବେସରକାରୀ ଅନୁଷ୍ଠାନର କର୍ମଚାରୀ ମାନଙ୍କ ଗୋଟିଏ ମାସର ଦରମା ଆଜି କରୋନା ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି । ରିଲିଫ ପାଣ୍ଠିକୁ ୧କୋଟି ଟଙ୍କାର ଏକ ଚେକ ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତ ଏବଂ ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିକୁ ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଜିଲ୍ଲାର କାର୍ଯ୍ୟରତ ଅନ୍ୟ ଅଧିକାରୀ ମାନେ ମଧ୍ୟ ସେମାନଙ୍କର ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ଦାନ କରିଛନ୍ତି ।

   Related Posts