Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ଅବସର ନେବେ ମୁଖ୍ୟ ଶାସନ ସଚିବ

23/12/2020 at 8:06 PM

ଭୁବନେଶ୍ବର୨୩/୧୨: ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନେବେ ଅବସର। ମାତ୍ର ଆଉ ୮ ଦିନ ପରେ  ତାଙ୍କର ଚାକିରୀ ଜୀବନ ସମାପ୍ତ ହେବ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୧୯ ମସିହା ଅଗଷ୍ଟ ୧୯ ତାରିଖରେ ଅସିତ୍ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ଦାୟିତ୍ବ ନେଇଥିଲେ।

କରୋନା କାଳରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଭାବେ ନିଜର କାର୍ଯ୍ୟକୁ ବେଶ ସୂଚାରୁରୂପେ ସମ୍ପାଦନ କରିଥିଲେ। ଖାଲି କରୋନା ନୁହେଁ ବିଭିନ୍ନ ସମୟରେ ଲୋକହିତ କାର୍ଯ୍ୟ କରି ଅସିତ୍ ତ୍ରିପାଠୀ ବେଶ ଚର୍ଚ୍ଚା ରହିଛି। ମୁଖ୍ୟ ଶାସନ ସଚିବ ଦୌଡରେ ଉନ୍ନୟନ କମିଶନର ପ୍ରଦୀପ ମହାପାତ୍ର ରହିଥିବା ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି।

   Related Posts