Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

କଟକ ସହରରେ ୧୦୦ ପ୍ରତିଶତ ଟିକାକରଣ ଲକ୍ଷ୍ୟ ପୂରଣ

12/11/2021 at 5:41 PM

କଟକ ୧୨।୧୧ : ଦେଶ ଏବଂ ରାଜ୍ୟର ଟିକାକରଣ ଅଭିଯାନ ଜୋରଦାର ଆଗେଇ ଚାଲିଛି। ଟିକାକରଣରେ  ଭାରତ ଦୁନିଆରେ ଅନେକ ରେକର୍ଡ କଲାଣି। ଓଡିଶାରେ ମଧ୍ୟ ଟିକାକରଣ ଉତ୍ସାହଜନକ ଭାବେ ଜାରି ରହିଛି। ଏହି କ୍ରମରେ କଟକ ସହରରେ ୧୦୦ ପ୍ରତିଶତ ଟିକାକରଣ ଲକ୍ଷ୍ୟ ପୂରଣ  ହୋଇଛି। ଏ ନେଇ ଶୁକ୍ରବାର କୋଭିଡ୍ ନୋଡାଲ ଅଫିସର ଡାକ୍ତର ଉମେଶ ରାୟ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଜିଲ୍ଲାରେ ସହର ଅପେକ୍ଷା ଗାଁରେ ଟିକାକରଣର କମିଛି। ହେଲେ କଟକ ସହରରେ ୧୦୦ ପ୍ରତିଶତ ଟିକାକରଣ ଲକ୍ଷ୍ୟ ପୂରଣ  ହୋଇଛି। ଗ୍ରାମାଞ୍ଚଳରେ କୋଭିଡ୍ ଟିକାକରଣ ପ୍ରତିଶତ କମ୍ ରହିଛି। ତେଣୁ ଗ୍ରାମାଞ୍ଚଳରେ ଘରକୁ ଘର ଟିକାକରଣ ଅଭିଯାନ ଆରମ୍ଭ ହୋଇଥିବା ଉମେଶ କହିଛନ୍ତି।

   Related Posts