Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

କରୋନା ଯୋଦ୍ଧାଙ୍କୁ ମିଳୁନି ସମ୍ମାନ: ଦୀର୍ଘ ୧୫ ଘଣ୍ଟା ହେଲା ପଡି ରହିଛି ମୃତଦେହ

27/09/2020 at 9:47 PM

ଝାରସୁଗୁଡା୨୭/୯: କୋଭିଡ୍ ଯୋଦ୍ଧାଙ୍କୁ ମଳୁନି ସମ୍ମାନ। ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ ଯୋଦ୍ଧାଙ୍କ ମୃତଦେହ ଦୀର୍ଘ ୧୫ ଘଣ୍ଟା ହେଲା ପଡି ରହିଛି। ସେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ​‌ରେ ଦୀର୍ଘ ୩୦ ବର୍ଷ ଧରି ଆଟେଣ୍ଡାଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ରବିବାର ସକାଳେ ତାଙ୍କର ମୃତ୍ୟୁ ହୋଇଛି।

ବର୍ତ୍ତମାନ ସୁଦ୍ଧା ଶରତଙ୍କ ମୃତଦେହକୁ ତାଙ୍କ ପରିବାରକୁ ହସ୍ତାନ୍ତର କରାଯାଇ ନାହିଁ।

ଯାହାଫଳରେ ମୃତକଙ୍କ ସମ୍ପର୍କୀୟ ଓ ପରିବାର ସଦସ୍ୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସକାଳୁ ଅଖିଆ ଅପିଆ ବସି ରହିଛନ୍ତି। ବର୍ତ୍ତମାନ ଧୀରେ ଧୀରେ ଉତ୍ତେଜନା ବଢ଼ୁଥିବାରୁ ଘଟଣାସ୍ଥଳରେ ମାଜିଷ୍ଟ୍ରେଟ ଓ ପୋଲିସ ପହଞ୍ଚି ପରିସ୍ଥିତି ଉପରେ ଧ୍ୟାନ ରଖିଛନ୍ତି। ଡାକ୍ତରଖାନାରେ କାର୍ଯ୍ୟରତ ସମୟରେ ଗତ ୧୪ ତାରିଖରେ ସୁଶାନ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ୨୪ ତାରିଖରେ ସେ ସୁସ୍ଥ ହୋଇଥିଲେ।

କିନ୍ତୁ ଗତକାଲି ପୁନର୍ବାର ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅବହେଳା ଯୋଗୁଁ ଶରତଙ୍କ ମୃତ୍ୟୁ ହୋଇଥିବା ବୋଲି ପରିବାର ପକ୍ଷରୁ କୁହାଯାଇଛି।

   Related Posts