Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ବହୁ ଚର୍ଚ୍ଚିତ ଦାଦନ ଶ୍ରମିକଙ୍କ ହାତ ପାପୁଲି କଟା ଘଟଣା, ଶେଷ ଅଭିଯୁକ୍ତକୁ ସଜା ଶୁଣାଇଲେ କୋର୍ଟ

19/07/2021 at 11:05 PM

କଳାହାଣ୍ଡି, ୧୯/୦୭: ୨୦୦୩ ମସିହା ବହୁ ଚର୍ଚ୍ଚିତ ଦାଦନ ଶ୍ରମିକଙ୍କୁ ହାତ ପାପୁଲି କଟା ଘଟଣା ପୁଣିଥରେ ପୋଲିସ୍‌ କିଛିଦିନ ତଳେ ଖୋଲିଥିଲା । ଫେରାର ଅଭିଯୁକ୍ତକୁ ଗିରଫ କରାଯିବା ସହିତ କୋର୍ଟ ଚାଲାଣ ମଧ୍ୟ କରାଯାଇଥିଲା । ଆଜି ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜର୍ଜ ଅଭିଯୁକ୍ତକୁ ଏନେଇ ଦୋଷୀ ସାବ୍ୟସ୍ତ କରିବା ସହିତ ସଜା ମଧ୍ୟ ଶୁଣାଇଛନ୍ତି ।

ଅଭିଯୁକ୍ତ ପର୍ଶୁରାମ ନାଏକଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୧୫ ହଜାର ଟଙ୍କା ଜରିମାନା ଦଣ୍ଡ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ବନ୍ଦନା କର ଶୁଣାଇଛନ୍ତି । ଗତ ୨୦୧୩ ମସିହାରେ ଦାଦନ ଦଲାଲଙ୍କ ଦ୍ଵାରା ନିଳାମ୍ବର ଧଙ୍ଗଡା ମାଝୀ ଓ ଦିଆଲୁ ନିଆଲଙ୍କ ହାତ ପାପୁଲିକୁ କଟା ଯାଇଥିଲା । ଏହି ଘଟଣାରେ ପୂର୍ବରୁ ୮ ଜଣଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇ ଥିଲେ କୋର୍ଟ । ସେହି ଦିନଠାରୁ ଶେଷ ଅଭିଯୁକ୍ତ ପର୍ଶୁରାମ ଫେରାର ଥିଲା ।

   Related Posts