Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ସାପ କାମୁଡ଼ାରେ ହୋମ୍ କ୍ବାରେଣ୍ଟାଇନ୍‌ରେ ଥିବା ନାବାଳକର ମୃତ୍ୟୁ

5/06/2020 at 2:02 PM

ନୂଆପଡା୫/୬: ସାପ କାମୁଡ଼ାରେ ହୋମ୍ କ୍ବାରେଣ୍ଟାଇନ୍‌ରେ ଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କୋମନା ବ୍ଲକ ସମରସିଂ ଗ୍ରାମର ସାଗର ରଣା  ସିକନ୍ଦ୍ରାବାଦରୁ ଆସି ରଜନା କ୍ବାରେଣ୍ଟାଇନ୍‌ରେ ରହିଥିଲେ। ସରକାରଙ୍କ ନିୟମ ଅନୁସାରେ କ୍ବାରେଣ୍ଟାଇନ୍‌ର ଅବଧି ଶେଷ ହେବା ସେ ୭ ଦିନ ପାଇଁ ହୋମ୍ କ୍ବାରେଣ୍ଟାଇନ୍ ଥିଲେ। ହେଲେ ଭାଗ୍ୟର ବିଡ଼ମ୍ବନା ଏହି ହୋମ୍ କ୍ବାରେଣ୍ଟାଇନ୍ ରହିବା ସମୟରେ ସାପ କାମୁଡ଼ାରେ ତାଙ୍କର ମୃତ୍ୟୁ ହୋଇଛି। ଏ ସଂପର୍କରେ ନୂଆପଡା ସିଡିଏମ୍‌ଓ କାଳି ପ୍ରସାଦ ବେହେରା ସୂଚନା ଦେଇଛନ୍ତି।  

   Related Posts