Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ଫେଲ୍ ମାରିଲା ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ନିକଟରୁ ୩୧ ରନରେ ହାରିଲା ଭାରତ
  • ||
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||

ଭାରତ ସରକାରଙ୍କ ନିର୍ଣ୍ଣୟ ଓଡ଼ିଶାର ଅନନ୍ୟ, ଐତିହ୍ୟ ଓ ସାଂସ୍କୃତିକ ଚିହ୍ନକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବ – ଧର୍ମେନ୍ଦ୍ର ପ୍ରଧାନ

22/04/2020 at 10:25 PM

ଭୁବନେଶ୍ବର୨୨/୪: ‘ଇନଟାଞ୍ଜିବଲ୍‌ କଲଚରାଲ ହେରିଟେଜ୍‌’ ତାଲିକାରେ ଭାରତ ସରକାର ଓଡ଼ିଶାର ୩ଟି ସାଂସ୍କୃତିକ ପରମ୍ପରାକୁ ସାମିଲ କରିଥିବାରୁ ଏହି ଐତିହାସିକ ନିର୍ଣ୍ଣୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲକୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଭାରତ ସରକାରଙ୍କ ଏହି ନିର୍ଣ୍ଣୟ ଓଡ଼ିଶାର ଅନନ୍ୟ, ଐତିହ୍ୟ ଓ ସାଂସ୍କୃତିକ ଚିହ୍ନକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ।  ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ‘ଇନଟାଞ୍ଜିବଲ୍‌ କଲଚରାଲ ହେରିଟେଜ୍‌’ ତାଲିକାରେ ଓଡ଼ିଶାର ୩ଟି ମହାନ ସାସ୍କୃତିକ ପରମ୍ପରାକୁ ଭାରତ ସରକାର ସାମିଲ କରିଛନ୍ତି । ମାଣବସା ଗୁରୁବାର, ଛଉ ନୃତ୍ୟ ଏବଂ ରାବଣ ଛାୟାକୁ ଏହି ତାଲିକାରେ ସାମିଲ କରାଯାଇଛି ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି 

   Related Posts