Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ରୋସରୀ ଦୋକାନରୁ ଲୁଟ୍, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
  • ||
  • ଜଳେଶ୍ୱର : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଲୋକ
  • ||
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||

ଦଶରଥପୁର ବ୍ଲକର ୨ଟି ପଞ୍ଚାୟତର ୪ଟି ଗାଁକୁ ସିଲ୍ କଲା ଜିଲ୍ଲା ପ୍ରଶାସନ

26/04/2020 at 4:38 PM

ଦଶରଥପୁର୨୬/୪: ଯାଜପୁର ଦଶରଥପୁର ବ୍ଲକ କଣ୍ଟେନମେଣ୍ଟ ଜୋନ୍ ଘୋଷଣା। ଦଶରଥପୁର ବ୍ଲକର ୨ଟି ପଞ୍ଚାୟତର ୪ଟି ଗାଁକୁ ସିଲ୍ କରିଛି ଜିଲ୍ଲା ପ୍ରଶାସନ। ଗତକାଲି ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ୪ଟି ଗାଁକୁ ୧୫ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ। କଟିକଟା ପଞ୍ଚାୟତର କଟିକଟା ଗାଁ, ବିହୀରିପୁର ଗାଁ ଏବଂ  ମାଲିକାପୁର ପଞ୍ଚାୟତର ମଲ୍ଲିକାପୁର ଗାଁ ଓ  ମହାନ୍ତିପାଟଣା ଗାଁ ସିଲ୍ ହୋଇଛି । ପୂର୍ବରୁ ବିରିଜାପୁର ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ସେପଟେ ସଟ୍ ଡାଉନ୍ କଟକଣା ଉଠିବା ପରେ ଜିଲ୍ଲାରେ ସକାଳ ୬ଟାରୁ ଦିନ ୧୧ଟା ଯାଏଁ ଅତ୍ୟାବଶ୍ୟକୀୟ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ । ସାମାଜିକ ଦୂରତା ଏବଂ କମ୍ କର୍ମଚାରୀରେ କାମ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

   Related Posts