Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ସାନ ଭାଇର ଟାଙ୍ଗିଆ ଚୋଟରେ ବଡଭାଇ ଗୁରୁତର

3/10/2021 at 10:58 PM

ଦେବଗଡ ୦୩।୧୦:  ଦେବଗଡ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ଧଉରାଗୋଠ ଗ୍ରାମରେ ଅଘଟଣ। ସମ୍ପର୍କୀୟ ଭାଇର ଟାଙ୍ଗିଆ ଚୋଟରେ ବଡଭାଇ ଗୁରୁତର। ଆହତ ଜଣକ ହେଲେ ଟିକେଶ୍ଵର ବିଶ୍ଵାଳ । ଟିକେଶ୍ବର ଓ ତାଙ୍କ କାକା ପୁଅ ଭାଇ ମଣ୍ଟୁ ବିଶ୍ବାଳ ମଧ୍ୟରେ ପାରିବାରିକ କଳହ ଲାଗିରହିଥିଲା । ଟିକେଶ୍ବର ସନ୍ଧ୍ୟାରେ ଘରକୁ ଫେରିବା ସମୟରେ ମଣ୍ଟୁ ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲା। ଟିକେଶ୍ବର ରକ୍ତାକ୍ତ ଅବସ୍ଥାରେ ରାସ୍ତାରେ ପଡିଥିବା ବେଳେ ଘରଲୋକ ତାଙ୍କୁ ଉଦ୍ଧାର କରି ଦେବଗଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।  ତାଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବୁର୍ଲା ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

   Related Posts