Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ମାର୍ଚ୍ଚ ୨୯ ଯାଏଁ ବନ୍ଦ ରହିବ ଆହାର କେନ୍ଦ୍ର, କେବଳ ଡ଼ାକ୍ତରଖାନାରେ ରହିବ ଖୋଲା

24/03/2020 at 4:27 PM

ଭୁବନେଶ୍ବର୨୪/୩: ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ଆହାର କେନ୍ଦ୍ର ସବୁ ବନ୍ଦ ରହିବ।  କେବଳ ହସ୍ପିଟାଲ ପରିସରରେ ଥିବା ଆହାର କେନ୍ଦ୍ର ହିଁ ଖୋଲା ରହିବ। ଏ ନେଇ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

ଗୋଟିଏ ସ୍ଥାନରେ ଅଧିକ ଲୋକ କିପରି ଏକାଠି ନ ହେବେ, ସେଥିପ୍ରତି ସରକାର ଲୋକମାନଙ୍କୁ ସତର୍କ କରିଛନ୍ତି। ଆହାର କେନ୍ଦ୍ରରେ ଭିଡ କମାଇବା ପାଇଁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଆଜି ପୂରା ରାଜ୍ୟରେ ବସ୍‌ ଚଳାଚଳ ବନ୍ଦ ରହିଛି। ଲକ୍ ଡାଉନର ଦ୍ବିତୀୟ ଦିନରେ ଲୋକମାନଙ୍କୁ ସାମାଜିକ ଦୂରତା ରକ୍ଷା କରିବା ପାଇଁ ସରକାର ପରାମର୍ଶ ଦେଇଛନ୍ତି।

   Related Posts