Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଅଭିଯୋଗ ଦାଖଲ ଲାଗି ହ୍ବାଟସ୍‌ଆପ୍‌ ନମ୍ବର ଜାରି କଲେ ଗଞ୍ଜାମ ଜିଲ୍ଲାପାଳ

28/05/2020 at 5:12 PM

ବ୍ରହ୍ମପୁର୨୮/୫: ଗଞ୍ଜାମ ଜିଲ୍ଲାପାଳଙ୍କ ନୂଆ ତରିକାରେ ଅଭିଯୋଗ ଶୁଣାଣି ପାଇଁ ପଦକ୍ଷେପ। ଅଭିଯୋଗ ଶୁଣାଣି ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସିବା ଆବଶ୍ୟକ ନାହିଁ ।

୯୪୩୭୫୬୩୮୦୦ ନମ୍ବରକୁ  ହ୍ବାଟସପ୍‌ ମାଧ୍ୟମରେ ଅଭିଯୋଗ କରି ପାରିବେ। ନିୟମ ଅନୁସାରେ ଅଭିଯୋଗ ଗ୍ରହଣ କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ଟ୍ବିଟ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ।

   Related Posts