Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଅମ୍ଫାନର ପ୍ରଭାବରେ ଗୋପାଳପୁର ସମୁଦ୍ର ଅଶାନ୍ତ

20/05/2020 at 11:26 AM

ବ୍ରହ୍ମପୁର୨୦/୫: ସମ୍ଭାବ୍ୟ ମହାବାତ୍ୟା ଅମ୍ଫାନର ପ୍ରଭାବରେ ଗୋପାଳପୁର ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ସମୁଦ୍ର ଫୁଲିଛି। ବଡବଡ ଜୁଆର ଆସୁଛି। ସମୁଦ୍ର କୂଳ ଅଞ୍ଚଳର ସମସ୍ଥ ଦୋକାନ ବଜାର ବନ୍ଦ ରହିଛି। ମଝିରେ ମଝିରେ ଝିପି ଝିପି ବର୍ଷା ସାଙ୍ଗକୁ କୋହଲିଆ ପବନ ପରିବେଶକୁ ମେଘାଚ୍ଛନ୍ନ କରି ଦେଇଛି। ଯଦି ଗଞାମ ଜିଲ୍ଲା କୁ ସେତେଟା ପ୍ରଭାବ ନାହିଁ ତଥାପି ଲୋକଙ୍କ ମନରେ ଏବେ ବି ଭୟ ରହିଛି।  ସେପଟେ ଗଞ୍ଜାମ ଜିଲ୍ଲା ସମେତ ଦକ୍ଷିଣ ଓଡିଶାରେ ଏହାର ପ୍ରଭାବ ସେମିତି କିଛି ରହିବ ନାହିଁ। ଏଥିରେ ଗଞ୍ଜାମ ଜିଲ୍ଲାବାସୀ ଏବଂ ଦକ୍ଷିଣ ଓଡିଶାବାସୀ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ଗୋପାଳପୁର ଡପଲାର୍ ରାଡର୍ ପାଣିପାଗ ବିଶେଷଜ୍ଞ କହିଛନ୍ତି ।

   Related Posts