Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

କେନ୍ଦୁଝର ଦୁଷ୍କର୍ମ ଘଟଣାରେ ହସ୍ତକ୍ଷେପ କଲେ ମାନବାଧିକାର କମିଶନ

7/06/2020 at 6:35 PM

କେନ୍ଦୁଝର୭/୬: କେନ୍ଦୁଝରରେ ଦୁଷ୍କର୍ମ ଘଟଣାରେ ହସ୍ତକ୍ଷେପ କଲା ମାନବାଧିକାର କମିଶନ। ଯୋଡାରେ ଘଟିଥିବା ନାବାଳିକା ଦୁଷ୍କର୍ମ ସମ୍ପର୍କରେ କେନ୍ଦୁଝର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ୬ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ  ନିର୍ଦ୍ଦେଶ ଦେଲେ ମାନବାଧିକାର କମିଶନ। ଏଥିସହ ଅଭିଯୁକ୍ତଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଓ କେତେ ଟଙ୍କା କ୍ଷତିପୂରଣ ଦିଆଯାଇଛି, ଏସବୁର ସବିଶେଷ ତଥ୍ୟ ଜୁଲାଇ ୨୩ ତାରିଖ ପୂର୍ବରୁ ପ୍ରଦାନ ଦାଖଲ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।

   Related Posts