Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ସ୍ତ୍ରୀ ସାମ୍ନାରେ ସବୁଦିନ ପାଇଁ ଆଖି ବୁଜି ଦେଲେ ସ୍ବାମୀ

13/07/2020 at 7:12 PM

ସୋର୧୩/୭: ସ୍ତ୍ରୀ ସାମ୍ନାରେ ଚାଲିଗଲା ସ୍ବାମୀ। ବାଲେଶ୍ବର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଝାଟିଅମାଳ ଛକ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି।ସ୍ବାମୀ- ସ୍ତ୍ରୀ ଯିବା ସମୟରେ  ଟ୍ରକ ପଛରୁ ଆସି ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି।

ସୂଚନା ଅନୁସାରେ ଭଦ୍ରକ ଅଞ୍ଚଳର ହବିବୁର ରେହମାନ ଓ ତାଙ୍କ ସ୍ତ୍ରୀ ସଇନା ବିବି ସୋର ମୁବାରକପୁର ଅଞ୍ଚଳରେ ତାଙ୍କ ଝିଅ ଘରରୁ ଫେରୁଥିବା ବେଳେ ୧୬ନଂ ଜାତୀୟ ରାଜପଥ ଝାଟିଆମାଳ ଛକ ନିକଟରେ ଭାରସାମ୍ୟ ହରାଇ ଟ୍ରକ ପଛରୁ ଧକା ଦେଇଥିଲେ ଘଟଣାସ୍ଥଳରେ ହବିବୁର ରେହମାନଙ୍କର ମୃତ୍ୟୁ ହୋଇଛି।

ଗୁରୁତର ଅବସ୍ଥାରେ ତାଙ୍କ ସ୍ତ୍ରୀ ଭଦ୍ରକ ମେଡିକାଲରେ ଚିକିତ୍ସା ହେଉଛନ୍ତି। ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଁଞ୍ଚି ମୃଦଦେହ ଜବତ କରି ଶବ ବ୍ୟବଛେଦ ପାଇଁ ସୋର ଡାକ୍ତରଖାନାକୁ ପଠାଇଛନ୍ତି। ଟ୍ରକଟିକୁ ଅଟକ ରଖିଛି ପୋଲିସ୍ । କିଛି ସମୟ ପାଇଁ ସେଠାରେ ଚାପା ଉତ୍ତେଜନା ଦେଖାଯାଇଥିଲା । ଭଦ୍ରକରୁ ବାଲେଶ୍ବରକୁ ରାସ୍ତା ପ୍ରସସ୍ତି କରଣ କାର୍ଯ୍ୟ ଚାଲୁଥିବାରୁ ମଝିରେ ବିଭିନ୍ନ ସ୍ଥାନରେ ଡାଇଭରସନ୍ ଥିବା କାରଣରୁ ଏଭଳି ଘଟଣା ଘଟୁଥିବାରୁ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା ।

   Related Posts