Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||

ସ୍ତ୍ରୀକୁ ମାରି ନିଆଁରେ ପୋଡି ଦେଲା ଅବିବେକୀ ସ୍ବାମୀ

13/05/2020 at 6:44 PM

 ବଲାଙ୍ଗୀର୧୩/୫:  ସ୍ତ୍ରୀକୁ ହତ୍ୟା କରିଛି ସ୍ବାମୀ। ବଲାଙ୍ଗୀର ଟିକ୍ରାପଡ଼ା ଅଞ୍ଚଳ​‌ରେ ଏଭଳି ଅଭାବନୀୟ ଘଟଣା ଘଟିଛି। ହତ୍ୟା କରିବା ପରେ ପ୍ରମାଣ ନଷ୍ଟ କରିବା ଲାଗି ଷଡ଼ଯନ୍ତ୍ର ରଚିଥିଲା ଅଭିଯୁକ୍ତ ସ୍ବାମୀ। ସେଥିପାଇଁ ରାତାରାତି ସ୍ତ୍ରୀର ଶବକୁ ପୋଡି ଦେଇଥିଲା ସୈତାନ ସ୍ବାମୀ। ପାରିବାରିକ କଳହରୁ ଅଭିଯୁକ୍ତ ସ୍ବାମୀ ନିଜ ସ୍ତ୍ରୀ ହତ୍ୟା କରି ପୋଡି ଦେଇଥିବା ସୂଚନା ମିଳିଛି। ଏହି ହତ୍ୟା ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଏହାସହ ଏହି ହତ୍ୟା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ଗୁଞ୍ଜରଣ ସୃଷ୍ଟି ହୋଇଛି। ଏହି ଘଟଣାରେ ଅଭିଯୁକ୍ତ ସ୍ବାମୀକୁ ପୋଲିସ୍‌ ଗିରଫ କରିଛି। ଏହାସହ ହତ୍ୟା ଘଟଣା ସଂପର୍କରେ ଅଧିକ ଜାଣିବା ଲାଗି ମୃତା ମହିଳାଙ୍କ ଶାଶୁଙ୍କୁ  ସଇଂନ୍ତଳା ପୋଲିସ୍‌ ପଚାରଉଚାର ଜାରି ରଖିଛି।

   Related Posts