Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ରାସ୍ତାର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ

15/11/2020 at 4:57 PM

ଭଦ୍ରକ୧୫/୧୧: ବହୁ ପ୍ରତୀକ୍ଷିତ ଧାମନଗର ଫଳପୁର ରାସ୍ତାର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିରୋଧି ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀ । ଏହି ରାସ୍ତା ଉପରେ ଧାମନଗର ଏବଂ ଯାଜପୁର ବାସିନ୍ଦା ନିର୍ଭର କରନ୍ତି। ଦୀର୍ଘଦିନ ହେବ ଏହି ରାସ୍ତା ଶୋଚନୀୟ ଅବସ୍ଥାରେ ପଡି ରହିଥିଲା। ଯାହାଫଳରେ ବିଭିନ୍ନ ସମୟରେ ଯାତ୍ରୀମାନେ ଦୁର୍ଘଟଣାର ଶିକାର ହେଉଥିଲେ।

ଦୀର୍ଘଦିନ ହେବ ଏହି ରାସ୍ତା ର ମରାମତି ପାଇଁ ଲୋକେ ବାରମ୍ବାର ଦାବି କରୁଥିଲେ । ତେବେ ଧାମନଗରରୁ ଫଳପୁର ସଂଯୋଗ କରୁଥିବା ରାସ୍ତାର ରକ୍ଷଣାବେକ୍ଷଣ ସହ ତିଆରି ନେଇ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି । ଧାମନଗର ବିଧାୟକ ବିଷ୍ଣୁ ସେଠୀ ଏହି ଭିତ୍ତି ସ୍ଥାପନ ଅବସରରେ ଫଳକକୁ ଉଦ୍‌ଘାଟନ କରିଛନ୍ତି।

   Related Posts