Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଫ୍ଟ ମାଗି ଯାଉଥିଲେ ଘରକୁ, ଦୁର୍ଘଟଣାରେ ମା’ପୁଅ ସମେତ ୪ ଜଣଙ୍କ ମୃତ୍ୟୁ
  • ||
  • ଦେଶରେ ତଳମୁହାଁ କରୋନା ଗ୍ରାଫ୍: ଓଡ଼ିଶାରେ ମଧ୍ୟ ହ୍ରାସ ପାଇଛି ସଂକ୍ରମଣ
  • ||
  • ସ୍କୁଲ ଫି’ ଛାଡ଼ ମାମଲା: ସପ୍ତାହେ ଭିତରେ ରିପୋର୍ଟ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ଦୁର୍ବଳ ହେଉଛି ଭାରତୀୟ ଆଖି
  • ||
  • ପୁରୀ : ସ୍ବର୍ଗଦ୍ବାରରୁ ହଟିଲା କଟକଣା, ଏଣିକି ଅନ୍ୟ ଜିଲ୍ଲାର ଶବ ହେବ ସତ୍କାର
  • ||
  • ଲଦାଖ: ଡେମଚୋକ୍‌ରେ ଭାରତୀୟ ସେନା ହାତରେ ଧରାପଡିଲେ ଚୀନ ସୈନିକ, ମିଳିଛି ଗୁରୁତ୍ଵପୂର୍ଣ୍ଣ ଦସ୍ତାବିଜ
  • ||
  • ଘରୋଇ କର୍ମଚାରୀଙ୍କ ପାଇଁ ବଡ ଖବର : ଦୀପାବଳି ପୂର୍ବରୁ ନୂଆ ପ୍ୟାକେଜ୍ ଘୋଷଣା କରିପାରନ୍ତି ସରକାର
  • ||
  • ଲୋକ ଭବନ ସମ୍ମୁଖରେ ଦୁଇ ଶିଶୁ ସହ ପତି-ପତ୍ନୀଙ୍କ ଆତ୍ମଦାହ ଉଦ୍ୟମ, ଉଦ୍ଧାର କଲା ପୋଲିସ
  • ||
  • ପୁଅ ଆସି ପଡୋଶୀଙ୍କୁ କହିଲା-ବାପା ଉଠୁନାହାନ୍ତି, ଦେଖିଲା ବେଳକୁ ଘରେ ପଡିଥିଲା ଦୁଇଟି ମୃତଦେହ
  • ||
  • ଗେହଲଟ୍ ସରକାରଙ୍କ ନିଷ୍ପତ୍ତି: ୧୩ ଅନ୍ତରାଷ୍ଟ୍ରୀୟ ଖେଳାଳିଙ୍କୁ ୨୫-୨୫ ଏକର ଜମି ଆବଣ୍ଟନ କରିବାକୁ ଘୋଷଣା
  • ||

ଖୁବ୍‌ ଶୀଘ୍ର ଆରମ୍ଭ ହେବ ମାଟ୍ରିକ୍‌ ଖାତା ଦେଖା: ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ

25/04/2020 at 7:40 PM

ଭୁବନେଶ୍ବର୨୫/୪: ଖୁବ୍‌ ଶୀଘ୍ର ଆରମ୍ଭ ହେବ ମାଟ୍ରିକ୍‌ ଖାତା ଦେଖା । କରୋନା ଲକଡାଉନ୍‌ ପାଇଁ ଦୀର୍ଘ ଦିନ ହେଲାଣି ମାଟ୍ରିକ୍‌ ଖାତା ମୂଲ୍ୟାୟନ ହୋଇପାରୁନଥିଲା ।

ତେବେ ଖୁବ୍‌ ଶୀଘ୍ର ମାଟ୍ରିକ୍‌ ଖାତା ଦେଖା ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ । ମାଟ୍ରିକ୍‌ ଖାତା ଦେଖାପାଇଁ  ମୂଲ୍ୟାୟନ କେନ୍ଦ୍ର ବଢ଼ିବ।

ସେହି ଅନୁସାରେ ଖାତା ଦେଖିବାକୁ ଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସଂଖ୍ୟା ମଧ୍ୟ ବଢ଼ାଇବାକୁ ଚିନ୍ତା କରାଯାଇଛି । ଏଥି ସହ ଖାତାଦେଖା ସମୟରେ ସାମାଜିକ ଦୂରତାକୁ ଗୁରୁତ୍ବ ଦିଆଯିବ।

ଆଉ ଏକ ଗୁରୁତ୍ବପୂର୍ଣ୍ଣ କଥା ହେଲା ଏଥର କରୋନା ଲକଡାଉନ୍‌ ପାଇଁ ଶିକ୍ଷାବର୍ଷ ସମୟ କମି ଯାଇଥିବାରୁ କେନ୍ଦ୍ର ଗଣଶିକ୍ଷା ବିଭାଗ CBSE କୋର୍ସ ୩୦ ପ୍ରତିଶତ କମାଇଥିବା ବେଳେ ରାଜ୍ୟ ସରକାର ମଧ୍ୟ ପାଠ୍ୟକ୍ରମ କମାଇବା ସମ୍ପର୍କରେ ଆଲୋଚନା ଜାରି ରଖିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ

   Related Posts