Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ପାଣିରେ ବୁଡ଼ି ପ୍ରାଣ ହରାଇଲେ ଡାକ୍ତର : ନାବାଳକଙ୍କ ମୃତଦେହ ଉଦ୍ଧାର କଲେ ଅଗ୍ନିଶମ କର୍ମୀ

13/05/2020 at 5:08 PM

ଆନନ୍ଦପୁର୧୩/୫: ପାଣିରେ ବୁଡ଼ି ନାବାଳକଙ୍କ ମୃତ୍ୟୁ ହୋଇଛି। ଉପଖଣ୍ଡ ଘଷିପୁରା ଥାନା ଅନ୍ତର୍ଗତ କଲରାଗଡ଼ିଆ ବୈତରଣୀ ନଦୀ ଘାଟରେ ଜଣେ ନାବାଳକ ପାଣିରେ ବୁଡି ନିଖୋଜ ଥିଲେ। ବୁଧବାର ଅର୍ଥାତ ଆଜି ମୃତ ନାବାଳକଙ୍କ ଶବକୁ ଉଦ୍ଧାର କରାଯାଇଛି।

ଘଟଣା ସ୍ଥଳରେ ଘଷିପୁରା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲା। ପରିବାର ଲୋକଙ୍କ ସୂଚନା ଅନୁଯାୟୀ କଲରାଗଡ଼ିଆ ଗାଁର ସୁଦାମ ନାଇକଙ୍କ ୭ ବର୍ଷ ପୁଅ ଡାକ୍ତର ନାଇକ ନିଜ ବଡବାପା ପୁଅ ସହିତ ନଦୀକୁ ଗାଧୋଇ ଆସିଥିଲା । ତେବେ ସେହି ନଦୀ ଘାଟିରୁ ବାଲି ଉତ୍ତୋଳନ ହେଉଥିବାରୁ ଘାଟ ଟି ଗଣ୍ଡରେ ପରିଣତ ହୋଇଥିବାରୁ ଛୁଆ ଟି ଗାଧୋଇବା ସମୟରେ ନିଖୋଜ ହୋଇଯାଇ ଥିଲା। ନିଖୋଜ ଥିବା ପିଲାଟି ବିଷୟରେ ତା ବଡବାପା ପୁଅ ନିକଟରୁ ଖବର ପାଇ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର କରିଥିଲେ । ଦୀର୍ଘ ସମୟ ଧରି ଖୋଜାଖୋଜି କରିବା ପରେ ପିଲାଟିର ମୃତଦେହ ଉଦ୍ଧାର କରାଯାଇଛି।

   Related Posts