Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ବରଗଡ଼ରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ଛୁଇଁଲା: ୨ଟି ଅଞ୍ଚଳକୁ କଣ୍ଟେନମେଣ୍ଟ୍‌ ଜୋନ୍ ଘୋଷଣା

1/06/2020 at 2:43 PM

ବରଗଡ଼୧/୬: ବରଗଡ଼ରେ ପୁଣି ଜଣେ କରୋନା ସଂକ୍ରମିତ ଚିହ୍ନଟ। ଏହି ବ୍ୟକ୍ତିଙ୍କୁ ମିଶାଇ ବରଗଡ଼ ଜିଲ୍ଲାରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୧୧ କୁ ପହଁଞ୍ଚିଛି। ତେବେ ଚିହ୍ନଟ ହୋଇଥିବା ନୂଆ ୩ ଜଣ  ପ୍ରବାସୀ ଶ୍ରମିକ ତାମିଲନାଡୁ ଫେରନ୍ତା ବୋଲି ଜଣାପଡ଼ିଛି । ଏମାନଙ୍କୁ କ୍ଵାରେଣ୍ଟାଇନ୍ ସେଣ୍ଟରରେ ରଖା ଯାଇଥିଲା ସେମାନନଙ୍କ ସ୍ବାବ ନମୁନା ସଂଗ୍ରହ କରି ପଠାଯାଇଥିଲା।

ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଲାଉମୁଣ୍ଡା ରାଣୀମାଲର ଟି.ଏମ.ସି ସେଣ୍ଟର ଓ ସାଇପାଲିର ପୁଟକି ଗ୍ରୀଞ୍ଜେଲ  ଟି .ଏମ .ସି ସେଣ୍ଟରକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି ବୋଲି ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି ।

   Related Posts