Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||
  • ରାଉରକେଲା : ଆସନ୍ତା ୭ରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି କଟକଣା ଜାରି, ଭକ୍ତଶୂନ୍ୟ ମନ୍ଦିର ପରିସର
  • ||

ଗୁଣିଗାରେଡ଼ି ସନ୍ଦେହରେ ଗଡ଼ିଲା ମୁଣ୍ଡ: ବୃଦ୍ଧାଙ୍କୁ କଟୁରୀରେ ହାଣିଲେ ସଂପର୍କୀୟ ପୁତୁରା ଆଉ ବୋହୂ

13/05/2020 at 4:25 PM

ବଡ଼ବିଲ୧୩/୫: ଗୁଣିଗାରେଡି ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ମିଳିଥିବା ସୂଚନା ମୁତାବକ, ବଳିତା ଜଙ୍ଗଲରେ ବୃଦ୍ଧାଙ୍କୁ ନିର୍ମମ ହତ୍ୟା ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ହତ୍ୟା ଘଟଣାରେ ସମ୍ପର୍କୀୟ ପୁତୁରା ବୋହୁକୁ କରିଛି ବଡ଼ବିଲ ପୋଲିସ। ହତ୍ୟାରେ ବ୍ୟବହୃତ କଟୁରୀକୁ ମଧ୍ୟ ଜବତ କରିଛି ପୋଲିସ୍‌। ଗତ ଶନିବାର ଲହଣ୍ଡା ମୁଣ୍ଡା ସାହିର ବୁଦୁନି ମୁଣ୍ଡାଙ୍କୁ କଟୁରୀରେ ହାଣିବା ପରେ ନିଆଁରେ ପୋଡ଼ି ଦେଇଥିବା ସ୍ୱୀକାର କରିଛି ଅଭିଯୁକ୍ତ ବୋହୁ। ଏହି ହତ୍ୟା ଘଟଣାରେ ସଂପୃକ୍ତ ଅନ୍ୟ ବ୍ୟକ୍ତିଙ୍କ ସନ୍ଧାନ କରୁଛି ପୋଲିସ୍‌। କରୋନାର ତାଣ୍ଡବ ରାଜ୍ୟରେ ଥମି ନଥିବା ବେଳେ ଜଙ୍ଗଲରେ ବୃଦ୍ଧାଙ୍କୁ ହତ୍ୟା କରିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।

   Related Posts