Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ଲଜ୍‌ ମାଲିକଙ୍କ ଲୁଟି ନେଲେ ସୁନା-ଗହଣା, ପୋଲିସ୍ କରୁଛି ତଦନ୍ତ

16/10/2020 at 12:21 PM

ଭଞ୍ଜନଗର୧୬/୧୦: ଲଜ ମାଲିକଙ୍କ ଘରୁ ଅଳଙ୍କାର ଚୋରି ଅଭିଯୋଗ। ବେଲଗୁଣ୍ଠା ଫାଣ୍ଡି ଅନ୍ତର୍ଗତ ବେଲଗୁଣ୍ଠା ମେନ ରୋଡ଼ ନିକଟରେ ଏମିତି ଘଟଣା ଦେଖିବାକୁ ମିଳିଛି।ଲୋକନାଥ ଭବନ ଲଜ ମାଲିକ କାଳୁ ଚରଣ ପଣ୍ଡାଙ୍କ ଘରୁ ସୁନା, ରୂପା ଚୋରି ହୋଇଛି। ଚୋରି ହୋଇଥିବା ସୁନା, ରୂପାର ସଠିକ ଆକଳନ ହୋଇନାହିଁ। ଏହି ଚୋରି ଘଟଣାରେ ପୋଲିସ୍ ତଦନ୍ତ କରୁଛି।

   Related Posts