Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଆସନ୍ତା ୧୨ରୁ ଆରମ୍ଭ ହେବ ପିଜି ପରୀକ୍ଷା: କରୋନା ଆକ୍ରାନ୍ତ ପରୀକ୍ଷାର୍ଥୀ ଦେଇ ପାରିବେ ପରୀକ୍ଷା

9/10/2020 at 2:32 PM

ଭୁବନେଶ୍ବର୯/୧୦: ଚଳିତ ବର୍ଷ ଏକକ ପିଜି ପରୀକ୍ଷା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି । ପରୀକ୍ଷା ନେଇ ଆଜି ତାରିଖ ଘୋଷଣା କରାଯାଇଥିବା ବେଳେ ଆସନ୍ତା ୧୨ରୁ ଆରମ୍ଭ ହୋଇ ୨୨ ଯାଏଁ ପରୀକ୍ଷା ଚାଲିବ ବୋଲି ଜଣା ପଡ଼ିଛି । କରୋନା ଆକ୍ରାନ୍ତ ପରୀକ୍ଷାର୍ଥୀ ପରୀକ୍ଷା ଦେଇ ପାରିବେ। ଆକ୍ରାନ୍ତ ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ଆଇସୋଲେସନ ରୁମର ବ୍ୟବସ୍ଥା କରାଯାଇଛି ।

ଚଳିତଥର ୮୩ଟି ଷ୍ଟ୍ରିମରେ ନାମଲେଖା ହେଉଛି । ୧୪,୭୦୦ସିଟ୍ ପାଇଁ ଆବେଦନ କରିଛନ୍ତି ୬୨,୨୦୦ ଛାତ୍ରଛାତ୍ରୀ । ୨୬ଟି ସେଣ୍ଟରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବା ସହ ନଭେମ୍ବର ୭ରେ ମେରିଟ୍ ଲିଷ୍ଟ ବାହାରିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ବିଭାଗ ସଚିବ।ପ୍ରତ୍ୟେକ ପରୀକ୍ଷା ପାଇଁ ୯୦ମିନିଟ୍ ନିର୍ଦ୍ଧାରଣ କରାଯାଇଛି। ଓ.ଏମ୍.ଆର. ସିଟରେ ୭୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ରହିବ ବୋଲି ସାମ୍ବାଦିକ ସମ୍ମିଳନୀରେ ଉଚ୍ଚ ଶିକ୍ଷା ବିଭାଗ ସଚିବ କହିଛନ୍ତି।

   Related Posts