Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ
  • ||

କଟକରେ ITAT କାର୍ଯ୍ୟାଳୟର ଉଦଘାଟନ୍ କଲେ ପ୍ରଧାନମନ୍ତ୍ରୀ, ସାମିଲ ଥିଲେ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ

11/11/2020 at 6:43 PM

ନୂଆଦିଲ୍ଲୀ/କଟକ୧୧ ।୧୧: କଟକରେ ଆୟକର ବିଭାଗର ଅଭିଯୋଗ ଟ୍ରିବ୍ୟୁନାଲ ଆଜି ଉଦଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୨ କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଓ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ କନ୍‌ଫେରନ୍ସିଂ ଜରିଆରେ ସାମିଲ ଥିଲେ।

ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ହାଇକୋର୍ଟର ମୁଖ୍ୟ ବିଚାରପତି ମଧ୍ୟ ଏହି ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ତେବେ କଟକ ସମେତ ଦେଶରେ ଟ୍ରିବ୍ୟୁନାଲ ସଂଖ୍ୟା ୬୫କୁ ବୃଦ୍ଧି ପାଇଛି । ୧.୬୦ ଏକର ଜମିରେ ତିଆରି ହୋଇଛି ଟ୍ରିବ୍ୟୁନାଲ କାର୍ଯ୍ୟାଳୟ।

   Related Posts