Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ବିଶ୍ବବିଦ୍ୟାଳୟ ଓ କଲେଜ ନ ଖୋଲିବାକୁ ଦାବି କଲା ଅଧ୍ୟାପକ ସଂଘ

16/06/2020 at 9:26 PM

ଭୁବନେଶ୍ବର୧୬/୬: ବିଶ୍ବବିଦ୍ୟାଳୟ ଓ କଲେଜ ନ ଖୋଲିବାକୁ ଦାବି କଲା ଅଧ୍ୟାପକ ସଂଘ। ଓଡ଼ିଶା ସରକାରୀ କଲେଜ ସଂଘ, ୬୬୨ ଓ ୪୮୮ ବର୍ଗ କଲେଜ ଅଧ୍ୟାପକ ସଂଘ  ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଜୁଲାଇ ୩୧ ପର୍ଯ୍ୟନ୍ତ କଲେଜ ବନ୍ଦ ରଖିବା  ଓ ୩୦ ପ୍ରତିଶତ ଅଧ୍ୟାପକଙ୍କୁ ନେଇ କଲେଜ ଖୋଲିବାକୁ ପ୍ରସ୍ତାବ ଦେଇଛନ୍ତି। ରାଜ୍ୟର ଅଧିକାଂଶ ମହାବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ସଙ୍ଘରୋଧ କେନ୍ଦ୍ର ହୋଇଥିବା ବେଳେ କିଭଳି  ଭାବେ ଖୋଲାଯିବ ଏନେଇ ଉଭୟ ପକ୍ଷଙ୍କ ଭିତରେ ଆଲୋଚନା ହୋଇଥିଲା । ୧୭ ତାରିଖରୁ କଲେଜ ଓ ବିଶ୍ବ ବିଦ୍ୟାଳୟ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ ରହିଛି । ଏ ନେଇ ଗତ ୧୨ ତାରିଖରେ  ନୋଟିସ କରିଥିଲା ଉଚ୍ଚଶିକ୍ଷା ବିଭାଗ ।

   Related Posts