Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ
  • ||

ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ

28/10/2020 at 8:37 PM

ଭୁବନେଶ୍ୱର୨୮/୧୦: ପ୍ରକାଶିତ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ରିପୋର୍ଟରେ ରାଜ୍ୟର ଏହି ପରିଚାଳନା ପଦ୍ଧତିକୁ ଉଲ୍ଲେଖ କରାଯାଇଛି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ରାଜ୍ୟ ସରକାର ବିତ୍ତୀୟ ନିଅଣ୍ଟ ପରିଚାଳନାରେ ଏକ ୩ ଶ୍ରେଣୀୟ ପଦ୍ଧତିକୁ ପ୍ରାଥମିକତା ଦେଇ କାର୍ଯ୍ୟ କରିଥିଲେ ।

ସେହିଭଳି ଏକ ସେଲ୍ ମଧ୍ୟ ଗଠନ କରାଯାଇଥିଲା । ବିତ୍ତୀୟ ନିଅଣ୍ଟ ଓ ଋଣ ପରିଚାଳନା ଦାୟିତ୍ୱ ଉକ୍ତ ସେଲକୁ ହସ୍ତାନ୍ତର କରାଯାଇଥିଲା । ଯାହା ଅତ୍ୟନ୍ତ ସଫଳ ପ୍ରମାଣିତ ହୋଇଛନ୍ତି । କୋଭିଡ୍ ବେଳଏ ବିତ୍ତୀୟ ସଙ୍କଟ ରାଜ୍ୟ ପାଇଁ ଏକ ପ୍ରମୁଖ ଆହ୍ୱାନ ଥିଲା । ରାଜ୍ୟ ସରକାର ଏହି ଆହ୍ୱାନକୁ ଆଗ୍ରାଧିକାର ଦେଇ ଏକ ବିତ୍ତୀୟ ନିଅଣ୍ଟ ପରିଚାଳନା କମିଟି ମଧ୍ୟ ଗଠନ କରିଥିଲେ ।

   Related Posts