Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ନିଜ ପଞ୍ଚାୟତକୁ ୪ ଦିିନ ପାଇଁ ସଟ୍‌ଡାଉନ୍ ଘୋଷଣା କଲେ ସରପଞ୍ଚ

18/05/2020 at 6:30 PM

କଣ୍ଟାବାଞ୍ଜି୧୮/୫: ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଞ୍ଚାୟତକୁ ୪ ଦିନ ପାଇଁ ସଟ୍ ଡାଉନ ଘୋଷଣା କଲେ ସରପଞ୍ଚ ଚିତ୍ରା ମହାନନ୍ଦ। ରାଜ୍ୟ ବାହାରେ ଫସି ରହିଥିବା ଶତାଧିକ ଶ୍ରମିକ ଆଜି ଠାରୁ ପଞ୍ଚାୟତକୁ ଆସିବେ। ସେମାମଙ୍କୁ ବିଭିନ୍ନ କ୍ବାରେଣ୍ଟାଇନ୍‌ ସେଣ୍ଟରରେ ରଖାଯିବ। ପଞ୍ଚାୟତର ସମସ୍ତ ସରପଞ୍ଚଙ୍କୁ ଜିଲ୍ଲାପାଳ ଦାୟିତ୍ବ ଦେବା ପରେ ସେମାନଙ୍କ କାର୍ଯ୍ୟଭରା ବଢ଼ି ଯାଇଛି। ତେଣୁ ନିଜ ପଞ୍ଚାୟତ କିପରି ଭଲ ଏବଂ ସୁରକ୍ଷିତ ରହିବେ ଏନେଇ ସରପଞ୍ଚମା​‌ନେ ନିଜ ଆଡ଼ୁ ନିଷ୍ପତ୍ତି ନେଉଛନ୍ତି।

   Related Posts