Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭରତିଆ ଟାୱାରରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, ପରିଚୟ ଖୋଜୁଛି ପୋଲିସ
  • ||
  • ଟିୟୁସନ୍‌ ସାରି ଫେରୁଥିବା ବେଳେ ଡ୍ରେନ୍‌ ପାଣିରେ ଭାସିଗଲେ ନାବାଳକ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଛିଡୁନି ଅଡୁଆ, ହଟୁନି ସସପେନ୍ସ : ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବାକୁ ମନା କଲେ କଂଗ୍ରେସ ନେତ୍ରୀ ଅମ୍ବିକା ସୋନୀ
  • ||
  • ବର୍ଷାରେ ଭାସିଗଲା କାଠପୋଲ, ୪୨ ପରିବାର ବାହ୍ୟ ଜଗତରୁ ବିଛିନ୍ନ
  • ||
  • ଟଳିଲା ବନ୍ୟା ଆଶଙ୍କା, ମହାନଦୀ ସମେତ ଶାଖାନଦୀରେ କମୁଛି ପାଣି
  • ||
  • ତିର୍ତ୍ତୋଲ ଓ କୁଜଙ୍ଗରେ ବଢୁଛି ଦୁର୍ଦ୍ଦଶା, ୧୦ ଗାଁରେ ପଶିଲା ବନ୍ୟାଜଳ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ
  • ||
  • ସଫଳ ହେଲା SPACE-X INSPIRATION ମିଶନ, ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍
  • ||

୭୨ ଘଣ୍ଟିଆ ସଟ୍‌ ଡାଉନ୍‌ ଘୋଷଣା କଲେ ସରପଞ୍ଚ

6/07/2020 at 3:48 PM

ଗୁଣପୁର୬/୭: ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଯେଉଁ ଅଞ୍ଚଳରେ କରୋନା ଆକ୍ରାନ୍ତ ସଂଖ୍ୟା ଅଧିକ ରହିଛି, ସେହି ଅଞ୍ଚଳକୁ ଜିଲ୍ଲା ପ୍ରଶାସନ , ବ୍ଲକ ପ୍ରଶାସନ ଏବଂ ସରପଞ୍ଚମାନଙ୍କ ଦ୍ବାରା ସଟ୍‌ଡାଉନ୍‌ ଘୋଷଣା କରାଯାଉଛି। ସେହିପରି ରାମନାଗୁଡା ବ୍ଲକ ପାରିକିତି ପଞ୍ଚାୟତକୁ ୭୨ ଘଣ୍ଟିଆ ସଟ୍‌ ଡାଉନ୍‌ ଘୋଷଣା କଲେ ସରପଞ୍ଚ। ସାମ୍ଭାବ୍ୟ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ଘୋଷଣା କରିଛନ୍ତି ସରପଞ୍ଚ। ସୋମବାର ମଧ୍ୟ ରାତ୍ରୀରୁ ଆସନ୍ତା ୧୦ ତାରିଖ ଯାଏଁ ଏହା ବଳବତ୍ତର ରହିବ।

   Related Posts