Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଜୁନ୍ ୧୭ରେ ଖୋଲିବ ସ୍କୁଲ: ଯେକୌଣସି ସମୟରେ ହୋଇପାରେ ପରୀକ୍ଷା

18/04/2020 at 3:15 PM

ଭୁବନେଶ୍ବର୧୮/୪: ଜୁନ୍ ୧୭ରେ ସ୍କୁଲ ଖୋଲିଲେ ହେବ ପରୀକ୍ଷା । କରୋନା ପାଇଁ ଗତ ଶିକ୍ଷା ବର୍ଷରେ ବନ୍ଦ ହୋଇଥିଲା ଅନେକ କ୍ଲାସର ପରୀକ୍ଷା । ସେହି ପରୀକ୍ଷା ଗୁଡିକ ଯେକୌଣସି ସମୟରେ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି ।

ଉଚ୍ଚ ଶିକ୍ଷା ବିଭାଗର ସମୀକ୍ଷା ବୈଠକରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ତେଣୁ ଛୁଟି ସମୟରେ ପାଠ ପଢାରେ ଧ୍ୟାନ ଦେବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ପିଜି ଏକକ ପ୍ରବେଶିକା ପରୀକ୍ଷା ପାଇଁ ସମସ୍ତ କୁଳପତିଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ । ଦେଶରେ ଶିକ୍ଷା ବ୍ୟବସ୍ଥାର ସାମ୍ପ୍ରତିକ ସ୍ଥିତିକୁ ନେଇ ୟୁଜିସି ଏକ ସାତ ଜଣିଆ କମିଟି ଗଠନ କରିଛି ।

 କମିଟି ରିପୋର୍ଟ ପରେ ରାଜ୍ୟ ସରକାର ଏହାର ଅନୁଧ୍ଯାନ କରିବେ । ୟୁଜିସି ରିପୋର୍ଟ ଆଧାରରେ ରାଜ୍ୟ ସରକାର ନିଷ୍ପତ୍ତି ନେବେ । ଆସନ୍ତା କୋଡ଼ିଏ ତାରିଖରୁ ଉଚ୍ଚ ଶିକ୍ଷା ବିଭାଗର ଗ୍ରୁପ ଏ ଅଫିସରମାନେ ଆସିବା ବାଧ୍ୟତାମୂଳକ କରାଯାଇଥିବା ବେଳେ ଗ୍ରୁପ ସି ଓ ଡି କର୍ମଚାରୀମାନେ ଅଳ୍ପ ସଂଖ୍ୟାରେ ଆସିବେ ।

   Related Posts