Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ବାସୁଦେବପୁର ବ୍ଲକର ୧୨ଟି ରାସ୍ତାକୁ ସିଲ୍ କଲା ସୋର ପ୍ରଶାସନ

20/04/2020 at 9:22 PM

ବାଲେଶ୍ବର୨୦/୪: ବାସୁଦେବପୁର ସୋର ବ୍ଲକର ୧୨ଟି ରାସ୍ତାକୁ ସିଲ୍ କଲା ସୋର ପ୍ରଶାସନ। ବାସୁଦେବପୁରରେ କରୋନା ପଜିଟିଭ୍‌ ବାହାରିବା ପରେ ବାଲେଶ୍ଵର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ରାସ୍ତା ସିଲ୍ କରାଯାଇଛି ।  ଏଥିସହିତ ଏହି ଅଞ୍ଚଳରେ ପୋଲିସ ପାଟ୍ରୋଲିଂ ଆରମ୍ଭ ହୋଇଛି। ବାହାର ରାଜ୍ୟରୁ ଆସିଥିବା ୨୪୫  ଜଣଙ୍କ ଘରେ ଅଙ୍ଗନବାଡି କର୍ମୀ ଷ୍ଟିକର୍ ଲଗାଇଲେ ଓ ସ୍ୱାସ୍ଥ୍ୟ ପରୀକ୍ଷା ହେଲା।

   Related Posts