Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||

‘ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଟ୍ୟାଙ୍କ ଦ୍ବାରା ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ’

15/04/2020 at 4:59 PM

ଭୁବନେଶ୍ବର୧୫/୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାନୀୟ ଜଳ ସୁବ୍ୟବସ୍ଥା ସମ୍ପର୍କରେ ମନ୍ତ୍ରୀଙ୍କ ସୂଚନା। ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି ଯେ, ପାନୀୟ ଜଳର ସୁବ୍ୟବସ୍ଥା ପାଇଁ ଗୋଟିଏ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ସେଥିପାଇଁ ରାଜ୍ୟବାସୀଙ୍କ ପାଇଁ ଟୋଲ ଫ୍ରି ନମ୍ବର ଜାରି ହୋଇଛି। ସହରାଞ୍ଚଳ ପାଇଁ ଟୋଲ ଫ୍ରି ନମ୍ବର-୦ ୧୮୦୦୩୪୫୬୭୮୩ ଏବଂ ଗ୍ରାମାଞ୍ଚଳ ପାଇଁ ଟୋଲ ଫ୍ରି ନମ୍ବର -୧୯୧୬ ଜାରି ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ସବୁ ନଳକୂପ ସଜାଡିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।

ସେହିପରି ଯେଉଁ ଅଞ୍ଚଳରେ ନଲକୂପ ଖନନର ଆବଶ୍ୟକ ରହିଛି। ଜିଲ୍ଲାପାଳ ପ୍ରସ୍ତାବ ଦେଲେ ସେଠି ନୂଆ ନଳକୂପ ଖୋଳାଯିବ ବୋଲି ଶ୍ରୀ ମନ୍ତ୍ରୀ କହିଛନ୍ତି। ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଟ୍ୟାଙ୍କର ମାଧ୍ୟମରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଛନ୍ତି।

   Related Posts