ଟ୍ରକ୍‌କୁ ପଛରୁ ପିଟିଲା ହାଇଓ୍ବା : ହେଲପର ଗୁରୁତର, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

Published By : Prameya-News7 Bureau | May 29, 2020 IST

ଯାଜପୁର୨୯/୫: ଯାଜପୁର ପାଣିକୋଇଲି ଡିସିବି ବ୍ୟାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ପଛପଟୁ ପିଟିଲା ହାଇୱା ଘଟଣାସ୍ଥଳରେ ଟ୍ରକର ହେଲ୍‌ପର ଗୁରୁତର, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର। ଦମକଳ ବାହିନୀ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.