Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||

ଟ୍ରକ୍‌କୁ ପଛରୁ ପିଟିଲା ହାଇଓ୍ବା : ହେଲପର ଗୁରୁତର, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

29/05/2020 at 11:03 AM

ଯାଜପୁର୨୯/୫: ଯାଜପୁର ପାଣିକୋଇଲି ଡିସିବି ବ୍ୟାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ପଛପଟୁ ପିଟିଲା ହାଇୱା ଘଟଣାସ୍ଥଳରେ ଟ୍ରକର ହେଲ୍‌ପର ଗୁରୁତର, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର। ଦମକଳ ବାହିନୀ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି।

   Related Posts