Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ପ୍ରବାସୀ ଫେରନ୍ତାଙ୍କ ବସକୁ ଧକ୍କା ଦେଲା ଟ୍ରକ: ୧୦ ଆହତ

19/05/2020 at 7:21 AM

କଟକ୧୯/୫: ପ୍ରବାସୀ ଯାତ୍ରାବାହୀ ବସ୍ ଦୁର୍ଘଟଣାଗ୍ରସ୍ତ। କଟକ ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ଟୋଲ ଗେଟ ନିକଟରେ ବସଟି ଛିଡା ହୋଇଥିବା ଏକ ଟ୍ରକ ପଛପଟକୁ ଧକ୍କା ଦେଇଛି। ଫଳରେ ୧୦ ଜଣରୁ ଅଧିକ ପ୍ରବାସୀ ଓଡ଼ିଆ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ଟାଙ୍ଗୀ ପୁଲିସ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିବା ସହ ୧୦୮ ଆମ୍ବୁଲାନ୍ସରେ ଗୁରୁତର ମାନଙ୍କୁ ଏସସିବି ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବିକ, ସୋମବାର ବିଳମ୍ବିତ ରାତିରେ ତାମିଲନାଡୁରୁ ପ୍ରବାସୀ ଯାତ୍ରୀବାହୀ ବସ୍ ୫୦ ଉର୍ଦ୍ଧ୍ବ ପ୍ରବାସୀ ଓଡିଆଙ୍କୁ ଧରି ଭଦ୍ରକ ଅଭିମୁଖେ ଯାଉଥିବା ବେଳେ ଟାଙ୍ଗୀ ଥାନା ଅନ୍ତର୍ଗତ ଟୋଲ ଗେଟ୍ ନିକଟରେ ଠିଆ ହୋଇଥିବା ଏକ ଟ୍ରକକୁ ବସଟି ପଛପଟୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୧୦ଜଣରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ଟାଙ୍ଗୀ ପୁଲିସ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରିବା ସହ ସମସ୍ତ ଗୁରୁତର ଯାତ୍ରୀଙ୍କୁ ଏସସିବି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଥିସହିତ ଦୁର୍ଘଟଣା ତଦନ୍ତ ଆରମ୍ଭ ହୋଇଛି।

   Related Posts