Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ବାଇକ୍ ଉପରେ ଚଢିଗଲା ଟ୍ରକ, ୨ ମୃତ

11/03/2021 at 8:24 PM

କେନ୍ଦୁଝର ୧୧।୦୩: ବାଇକ୍‌ ଉପରେ ଟ୍ରକ ଦୁଇ ଚଢିଯିବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ୨୦ ନମ୍ବର ଜାତୀୟ ରାଜପଥର ଝୁମ୍ପୁରା ଥାନା ଛକ ବାଇପାସ ଠାରେ ଏହି ଦୁର୍ଘଟଣା ଘଟିଛି। ଆଜି ସନ୍ଧ୍ୟା ୬ଟାରେ ଗମ୍ଭାରିଆ ଗାଁର କର୍ଣ୍ଣ ନାଏକ ଓ ତାଙ୍କ ଜଣେ ବନ୍ଧୁ ଏକ ମଟୋର ସାଇକେଲରେ ରାସ୍ତା ପାର ହେଉ ଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ତାଙ୍କ ଉପରେ ମାଡି ଯାଇଥିଲା । ଘଟଣା ସ୍ଥଳରେ କର୍ଣ୍ଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ତାଙ୍କ ବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ହେଲେ ଏଠାରେ ତାଙ୍କର ମଧ୍ୟ ମୃତ୍ୟୁ ଘଟିଛି।

   Related Posts