Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଜଣଙ୍କ ପାଇଁ ପୂରା ବ୍ୟାଙ୍କ ବନ୍ଦ: କ୍ବାରେଣ୍ଟାଇନ୍‌ରେ ଗଲେ ସୋର ୟୁକୋ ବ୍ୟାଙ୍କର ୧୧ କର୍ମଚାରୀ

28/04/2020 at 3:25 PM

ସୋର୨୮/୪: ସିଲ୍‌ ହେଲା ବାଲେଶ୍ବର ସୋର ୟୁକୋ ବ୍ୟାଙ୍କ।  ରାଜ୍ୟରେ କ​ରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଳାର କରୋନା ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି। ମିଳିଥିବା ସୂଚନା ମୁତାବକ, ବାଲେଶ୍ବର ଜିଲ୍ଳାର ନେଳିଆବାଗ କଣ୍ଟେନମେଣ୍ଟ୍‌ ଜୋନ୍‌ର ଜଣେ ଆକ୍ରାନ୍ତ ଘରେ ଭଡ଼ାରେ ରହୁଥିଲେ ଜଣେ ୟୁକୋ ବ୍ୟାଙ୍କର କର୍ମଚାରୀ।  ଏହି କଥା ସାମ୍ନାକୁ ଆସିବା ପରେ ବ୍ୟାଙ୍କର ୧୧ ଜଣ କର୍ମଚାରୀଙ୍କୁ କ୍ବାରେଣ୍ଟାଇନ୍ ସେଣ୍ଟରକୁ ପଠାଇଯାଇଛି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୮ରେ ପହଁଞ୍ଚିଛି। ସେମାନଙ୍କ ମଧ୍ୟରୁ କିଛି ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

   Related Posts