Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଭାସି ଆସି ଲାଗିଲା ମହିଳାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା !

3/06/2020 at 5:29 PM

ଭଣ୍ଡାରିପୋଖରୀ୩/୬: ନିଖୋଜ ମହିଳାଙ୍କ ମୃତ ଦେହ ଉଦ୍ଧାର। ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ବଡ଼ ବନସ୍ତା ଗ୍ରାମରେ ଗତକାଲି ଠାରୁ ନିଖୋଜ ଥିବା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହଟି ବୈତରଣୀ ନଦୀର ଆଖୁଆପଦା ଆନିକଟ ନିକଟରୁ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ନାମ ଗଗନୀ ସାହୁ ବୋଲି ସୂଚନା ମିଳିଛି । ସ୍ଥାନୀୟ ଲୋକେ ମୃତଦେହ ନଦୀରେ ଭାସୁଥିବା ଦେଖି ଭଣ୍ଡାରିପୋଖରୀ ପୋଲିସକୁ ଜଣାଇଥିଲେ। ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରି ଶବ  ବ୍ୟବଚ୍ଛେଦ ପାଇଁ ପଠାଇଛି। କେଉଁ ପରିସ୍ଥିତିରେ ମୃତ୍ୟୁ ହୋଇଛି ଓ କେମିତି ମୃତଦେହଟି ଘର ନିକଟରୁ ଏତେ ଦୂର ପର୍ଯ୍ୟନ୍ତ ଆସିଛି ସେହି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

   Related Posts